📞 +91 9583789855 📧 info@asmitatv.in
Asmita TV Logo

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
Apr 02, 2026

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଖୁବଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସଓପି। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏସଓପି ଚୂଡାନ୍ତ ହେବା ପରେ ରୂପରେଖ ସାମ୍ନାକୁ ଆସିବ । ଝିଅ ଜନ୍ମ ହେବାର ବର୍ଷିକ ଭିତରେ ଖାତାକୁ ସରକାର ଟଙ୍କା ପଠାଇବେ । ୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ ।

୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ । ଏସ୍‌ଓପି ଚୂଡାନ୍ତ ହେବା ପରେ ରୂପରେଖ ସାମ୍ନାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । କହିରଖୁଛୁ କି, ବଜେଟରେ କନ୍ୟା ସୁମଙ୍ଗଳ ଯୋଜନା ନେଇ ଘୋଷଣା ହୋଇଥିଲା । କନ୍ୟା ସୁମଙ୍ଗଳ ଯୋଜନା ଏଜୁକେସନ ବେସଡ଼ ହେବ ବୋଲି ସୂଚନା ଦିଆଯାଇଥିଲା । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ।

Author : Asmitatv liv Date: 2026-04-02

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved