📞 +91 9583789855 📧 info@asmitatv.in
Asmita TV Logo

ଓଡିଶାରେ ଅନୁଷ୍ଠିତ ହେବ  ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ
May 22, 2026

ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

ଭୁବନେଶ୍ବର

22 ମେ 2026

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଆଜି ସିଆଇଆଇ, ଓଡ଼ିଶା ଚାପ୍ଟର ର ଅଧ୍ୟକ୍ଷ ଶ୍ରୀ ଅନୀଲ ସିଂ ଏବଂ ଉପାଧ୍ୟକ୍ଷ ଶ୍ରୀ ମଣିକାନ୍ତ ନାୟକ ସୌଜନ୍ୟମୂଳକ ସାକ୍ଷାତ କରି ଓଡ଼ିଶାରେ ଆଗାମୀ ସିଆଇଆଇ ପୂର୍ବାଞ୍ଚଳ ପରିଷଦର ସମ୍ମିଳନୀ ଆୟୋଜନ ସଂପର୍କରେ ଆଲୋଚନା କରିଛନ୍ତି ।


Author : asmitatv live Date: 2026-05-22

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved