📞 +919583789855 📧 info@asmitatv.in
Asmita TV Logo

ବର୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌କୁ ଛୁଟି ।
Jul 30, 2026

ବର୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌କୁ ଛୁଟି ।

ଖୋର୍ଦ୍ଧା: ବର୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍କୁ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଜାରି କରିଛନ୍ତି।

ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଅଗଷ୍ଟତାରିଖରୁ ସମସ୍ତ ସ୍କୁଲ୍ପୁନଃ ଖୋଲିବ। ତେବେ ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଘୋଷଣା ହୋଇଥିଲେ ମଧ୍ୟ ଶିକ୍ଷକ ଶିକ୍ଷାକର୍ମୀମାନେ ନିୟମିତ ଭାବେ ସ୍କୁଲରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

ପରିସ୍ଥିତି ଉପରେ ଜିଲ୍ଲା ପ୍ରଶାସନ ଲଗାତାର ନଜର ରଖିଥିବା ବେଳେ, ଅଭିଭାବକମାନଙ୍କୁ ସରକାରୀ ନିର୍ଦ୍ଦେଶାବଳୀ ପାଳନ କରିବାକୁ ଅନୁରୋଧ କରାଯାଇଛି।

Author : Asmitatv liv Date: 2026-07-30

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved