📞 +91 9583789855 📧 info@asmitatv.in
Asmita TV Logo

ବାଲିଅନ୍ତାରେ ଜିଆରପି କନଷ୍ଟେବଲ ସୌମ୍ୟରଂଜନ ହତ୍ୟା ମାମଲା।
May 10, 2026

ବାଲିଅନ୍ତାରେ ଜିଆରପି କନଷ୍ଟେବଲ ସୌମ୍ୟରଂଜନ ହତ୍ୟା ମାମଲା।

ବାଲିଅନ୍ତାରେ ଜିଆରପି କନଷ୍ଟେବଲ ସୌମ୍ୟରଂଜନ ହତ୍ୟା ମାମଲା। ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଟିମ୍। ପ୍ରଥମ ପର୍ଯ୍ୟାରେ ବାଲିଅନ୍ତା ଥାନାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ତଦନ୍ତ ଦାୟିତ୍ବ ନେବା ପରେ କ୍ରାଇମବ୍ରାଞ୍ଚ ଏସ୍ ପିଙ୍କ ନେତୃତ୍ବରେ ବାଲିଅନ୍ତା ଥାନାରେ ଟିମ୍ ପହଞ୍ଚିଛି। ତଥ୍ୟ ଓ ସତ୍ୟ ଆଧାରରେ ତଦନ୍ତ ହେବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏସ୍ ପି ଅନିରୁଦ୍ଧ ରାଉତରାୟ। 

୧୦ ଅଫିସର୍ ଙ୍କୁ ନେଇ ୨ଟି ଟିମ୍ ଗଠନ କରାଯାଇଛି। ତଦନ୍ତରେ ସାଇଣ୍ଟିଫିକ, ସାଇବର ଟିମ୍ ଓ ଡଗ୍ ସ୍କ୍ବାଡ୍ ସାମିଲ କରାଯାଇଛି |ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ କହିଛନ୍ତି କ୍ରାଇମବ୍ରାଞ୍ଚ ଡିଆଇଜି।

Author : asmitatv live Date: 2026-05-10

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved