📞 +91 9583789855 📧 info@asmitatv.in
Asmita TV Logo

ଆସୁଛି ଲଘୁଚାପ, ଭିଜିବ ସାରା ଓଡ଼ିଶା ୧୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା
May 10, 2026

ଆସୁଛି ଲଘୁଚାପ, ଭିଜିବ ସାରା ଓଡ଼ିଶା ୧୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଗ୍ରୀଷ୍ମର ଡହ ଡହ ତାତି ରେ  ପ୍ରବଳ  ବର୍ଷା । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଆସନ୍ତାକାଲି ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ତେବେ ଏହା କେଉଁ ଦିଗରେ ଗତି କରିବ ଓ ପ୍ରଭାବ କ’ଣ ରହିବ ତାହା ଏଯାଏ ସ୍ପଷ୍ଟ ହୋଇନି। 

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା। ୧୧ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ହୋଇପାରେ ଲଘୁଚାପ। ତେବେ କେଉଁ ଦିଗରେ ଗତି କରିବ ଓ ପ୍ରଭାବ କ’ଣ ରହିବ ତାହା ଏଯାଏ ସ୍ପଷ୍ଟ ହୋଇନି।

ଆସୁଛି ଲଘୁଚାପ, ଭିଜିବ ସାରା ଓଡ଼ିଶା। କାରଣ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇ କହିଛି, ସମୁଦ୍ର ପତନ ଠାରୁ ଦେଢ଼ କିମି ଉଚ୍ଚ ଯାଏଁ ଘୂର୍ଣ୍ଣିବଳୟ ବ୍ୟାପିଛି।

Author : asmitatv live Date: 2026-05-10

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved