📞 +91 9583789855 📧 info@asmitatv.in
Asmita TV Logo

ସନ୍ଧ୍ୟା ୬ଟାରେ କ୍ୟାବିନେଟ ବୈଠକ
Apr 04, 2026

ସନ୍ଧ୍ୟା ୬ଟାରେ କ୍ୟାବିନେଟ ବୈଠକ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରାଜ୍ୟର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଏବଂ ପଞ୍ଚାୟତିରାଜ ବିଭାଗ ସମ୍ବନ୍ଧୀୟ ଏକାଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ। 

ଆଜି ସନ୍ଧ୍ୟା ୬ଟାରେ ବସିବ ବୈଠକ। ଏହି ବୈଠକରେ ରାଜ୍ୟ ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ଚିଠା ପ୍ରସ୍ତାବ ରହିଛି  । ତେବେ ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଯାହା ମିଳିଥିବା ସୂଚନା ଅନୁସାରେ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍ ମୋହର ଲାଗିପାରେ ।

Author : Asmitatv liv Date: 2026-04-04

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved