📞 +91 9583789855 📧 info@asmitatv.in
Asmita TV Logo

ପ୍ରକାଶ ପାଇଛି CBSE ଦଶମ ରେଜଲ୍ଟ
Apr 16, 2026

ପ୍ରକାଶ ପାଇଛି CBSE ଦଶମ ରେଜଲ୍ଟ

ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ପ୍ରକାଶ ପାଇଲା CBSE ଦଶମ ପରୀକ୍ଷା ଫଳ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଦଶମ ଶ୍ରେଣୀ ପରୀକ୍ଷା ଫଳ। ଛାତ୍ରଛାତ୍ରୀମାନେ ନିଜର ପରୀକ୍ଷା ଫଳ cbse.gov.in, results.cbse.nic.in ରେ ଦେଖିପାରିବେ। ଏହା ବ୍ୟତୀତ ଡିଜିଲକର ଓ ଉମଙ୍ଗ ଆପ୍ରେ ମଧ୍ୟ ନିଜର ପରୀକ୍ଷା ଫଳ ଦେଖିପାରିବେ। ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Author : Asmitatv live Date: 2026-04-16

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved