📞 +91 9583789855 📧 info@asmitatv.in
Asmita TV Logo

ଲୋକସଭାରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍ ୨୦୨୬ ଆଗତ
Apr 16, 2026

ଲୋକସଭାରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍ ୨୦୨୬ ଆଗତ

ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ଲୋକସଭାରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍ ୨୦୨୬ ଆଗତ। କେନ୍ଦ୍ରଶାସିତ ଅଞ୍ଚଳ ଆଇନ (ସଂଶୋଧନ ବିଧେୟକ) ୨୦୨୬ ଆଗତ। 'ନାରୀ ଶକ୍ତି ବନ୍ଦନ ଅଧିନିୟମ' ସଂଶୋଧନ ବିଲ ଉପସ୍ଥାପିତ। ୩ ଗୁରୁତ୍ୱପୂର୍ଣ୍ଣ ବିଲ ଆଗତ। ୩ ଟି ବିଲ ଆଗତ କଲେ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ। ବିଲ ଉପରେ ପ୍ରଶ୍ନ ଉଠାଇଲେ କଂଗ୍ରେସ ସାଂସଦ କେ.ସି ବେଣୁଗୋପାଳ। ବେଣୁଗୋପାଳଙ୍କୁ କାଉଣ୍ଟର କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଅପରାହ୍ନ ୩ଟାରେ ଗୃହକୁ ସମ୍ବୋଧନ କରିପାରନ୍ତି ପ୍ରଧାନମନ୍ତ୍ରୀ। 

Author : Asmitatv live Date: 2026-04-16

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved