📞 +91 9583789855 📧 info@asmitatv.in
Asmita TV Logo

ଆଜି ରତ୍ନଭଣ୍ଡାର ଗଣତିର ତୃତୀୟ ଦିନ
Apr 10, 2026

ଆଜି ରତ୍ନଭଣ୍ଡାର ଗଣତିର ତୃତୀୟ ଦିନ

ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ୮ ତାରିଖରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ଗଣତି । ଆଜି ରତ୍ନଭଣ୍ଡାର ଗଣତିର ତୃତୀୟ ଦିନ । ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତିରେ ଗଣତି କରାଯାଉଛି। ୮ ତାରିଖରୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୨ ତରିଖ ଗଣତି ବନ୍ଦ ରହିବ । ଏହାପରେ ପୁଣି ୧୩ ତାରିଖ ଓ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି ଚାଲିବ। ଗଣତି ପାଇଁ ଭିତର କାଠ ନିକଟରୁ ଦର୍ଶନ ବନ୍ଦ ରହିଛି । ବାହାର କାଠ ନିକଟରୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।


Author : Asmitatv Date: 2026-04-10

About Us

Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.

Asmitatv – Latest Odisha News in Odia | Breaking News Today

News

Tags

© 2026, Asmitatv – Latest Odisha News in Odia | Breaking News Today. All Rights Reserved